You are currently viewing ପୁଣି ୭ ସ୍କ୍ରବ୍ ଟାଇଫସ ଚିହ୍ନଟ, ମୋଟ୍ ୨୦୦ ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା 

ପୁଣି ୭ ସ୍କ୍ରବ୍ ଟାଇଫସ ଚିହ୍ନଟ, ମୋଟ୍ ୨୦୦ ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା 

ସୁନ୍ଦରଗଡ଼ (ଏଏନ୍ଏସ): ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୭ ଜଣ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହା ଫଳରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଞ୍ଚିଛି। ଜଣେ ସ୍ବାସ୍ଥ୍ୟ ଅଧିକାରୀ ଆଜି ଏହି ସୂଚନା ଦେଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ନମୁନା ପରୀକ୍ଷା କରାଯାଇଛି, ସେଥିମଧ୍ୟରୁ ସାତ ଜଣଙ୍କର ରିପୋର୍ଟ ପଜିଟିଭ୍ ଆସିଛି, ଏନେଇ ସୁନ୍ଦରଗଡ଼ ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ (ସିଡିଏମଓ) କାହ୍ନୁ ଚରଣ ନାୟକ ସୂଚନା ଦେଇଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।