ଗଞ୍ଜାମ, ରାଜ୍ୟରେ ଲଘୁଚାପର ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିଛି । ଫଳରେ ଆଜି ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି ୭ଟି ଗାଁ । ସେହି ଗାଁର ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । କୌଣସି କାର୍ଯ୍ୟ ପାଇଁ କେହିବି ବାହାରକୁ ଯାଇପାରୁନାହାଁନ୍ତି । ସେପଟେ ଆଉ କିଛି ଅଞ୍ଚଳରେ ମଧ୍ୟ ପାଣି ପଶିଯାଇଥିବା ଦୃଶ୍ୟ ଦେଖିବାକୁ ମିଳିଛି । ଏହି ସମୟରେ ଲୋକଙ୍କ ପାଖରେ ରିଲିଫ ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ