ବଲାଙ୍ଗୀର-୨୩.୦୪.୨୦୨୧, ଓଡିଶାର ପିଛା ଛାଡୁନାହିଁ କରୋନା ସଂକ୍ରମଣ । ଗୋଟିଏ ଗ୍ରାମରୁ ୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ବୈଦିପାଲି ପଞ୍ଚାୟତର ବରଗାଁ ରୁ ଏହି ସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । କୌଣସି ଲୋକଙ୍କର କିଛି ଲକ୍ଷଣ ନଥିବାରୁ ଏହି ରିପୋର୍ଟକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି ସଂପୃକ୍ତ ଗ୍ରାମର ଗ୍ରାମବାସୀ । ଆଉ ଥରେ ଆରଟି-ପିସିଆର ଟେଷ୍ଟ କରିବାକୁ ଗ୍ରାମବାସୀମାନେ ଜିଲ୍ଲାପାଳଙ୍କୁ ଅନୁରୋଧ କରିଥିବା ଜଣାପଡିଛି । ମିଳିଥିବା ସୂଚନା ମୁତାବକ ଗତ ୧୮ ତାରିଖରେ ବୈଦିପାଲି ଗାଁର ଜଣେ ବ୍ୟକ୍ତି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ତାହା ପରେ ମେଡିକାଲ ଟିମ ଦ୍ୱାରା ଗ୍ରାମବାସୀଙ୍କର ଟେଷ୍ଟ କରାଯାଇଥିଲା ।ସେଥିମଧ୍ୟରୁ ୭୦ଜଣଙ୍କର ରିପୋର୍ଟ ପଜିଟିଭ ଆସିଥିଲା ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST