ଆଜି ରାଜ୍ୟରୁ 72 କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଆଜି ରାଜ୍ୟରୁ 72 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ 43 ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ 29 ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା 335620, ସୁସ୍ଥ ସଂଖ୍ୟା 332842, ସମୁଦାୟ ସକ୍ରିୟ ସଂଖ୍ୟା 816 ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି 109 ।

Leave A Reply

Your email address will not be published.