ଆଜି ରାଜ୍ୟରୁ ୭୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଆଜି ରାଜ୍ୟରୁ ୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୪୫ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୨୯ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୩୭୩୫୧, ସୁସ୍ଥ ସଂଖ୍ୟା ୩୩୪୬୪୭, ସମୁଦାୟ ସକ୍ରିୟ ସଂଖ୍ୟା ୭୩୪, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୭୬ |

Leave A Reply

Your email address will not be published.