ଢ଼େଙ୍କାନାଳ, କରୋନାର ଦ୍ୱିତୀୟ ଲହର ରାଜ୍ୟରେ ଆତଙ୍କ ସୃଷ୍ଟି କରିଛି । ରାଜ୍ୟରେ ସ୍କୁଲ ଓ ହଷ୍ଟେଲ ଖୋଲିବା ପରେ ସେଠାରୁ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଓଡିଶାର ଅନେକ ସ୍କୁଲ ଓ କଲେଜରୁ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ।ଏନେଇ ଏବେ ଢ଼େଙ୍କାନାଳର ଏକ କଲେଜରୁ ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କରୋନା ପଜିଟିଭ ଆସିଥିବା ଛାତ୍ରଛାତ୍ରୀଙ୍କୁ ଆଇସୋଲେସନରେ ରଖାଯାଇଛି । ତାଙ୍କ ସଂସ୍ପର୍ଶରେ ଆସିଥିବା ଛାତ୍ରଛାତ୍ରୀଙ୍କର କୋଭିଡ ପରୀକ୍ଷା କରାଯାଉଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍