ଭୁବନେଶ୍ୱର-21.04.2021, ରାଜ୍ୟରେ କରୋନାରେ 8 ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଜଣେ ସୁନ୍ଦରଗଡ଼ରେ 2 ଜଣ, ନୂଆପଡ଼ା, କଟକ, ବଲାଙ୍ଗିର, ଭଦ୍ରକ, ବରଗଡ଼ ଓ ବାଲେଶ୍ବରରୁ ଜଣେ ଲେଖାଏଁ ମୃତ ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା 1981କୁ ବୃଦ୍ଧି ପହଞ୍ଚିଛି ।ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ରାଜ୍ୟରେ 24 ଘଣ୍ଟା ମଧ୍ୟରେ 6647 ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ