You are currently viewing ଆଜି ରାଜ୍ୟରୁ 8015 କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ 8015 କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର-2.05.2021,ଆଜି ରାଜ୍ୟରୁ 8015 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ 4568 ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ 3447 ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା 462622, ସୁସ୍ଥ ସଂଖ୍ୟା 391048, ସମୁଦାୟ ସକ୍ରିୟ ସଂଖ୍ୟା 69453, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି 5634 । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 1275 ଆକ୍ରାନ୍ତ ଚିହ୍ନଟ ।

ଅନ୍ୟମାନଙ୍କୁ ଜଣାନ୍ତୁ।