ଆଜି ରାଜ୍ୟରୁ ୮୨ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଆଜି ରାଜ୍ୟରୁ ୮୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୪୯ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୩୩ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୩୫୫୪୮, ସୁସ୍ଥ ସଂଖ୍ୟା ୩୩୨୭୩୩, ସମୁଦାୟ ସକ୍ରିୟ ସଂଖ୍ୟା ୮୫୩ ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୧୨୨ ।

Leave A Reply

Your email address will not be published.