ଆଜି ରାଜ୍ୟରୁ ୮୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଆଜି ରାଜ୍ୟରୁ ୮୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୫୧ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୩୫ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୩୭୧୦୪, ସୁସ୍ଥ ସଂଖ୍ୟା ୩୩୪୪୬୩, ସମୁଦାୟ ସକ୍ରିୟ ସଂଖ୍ୟା ୬୭୩, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୬୩ |

Leave A Reply

Your email address will not be published.