You are currently viewing ଆଜି ରାଜ୍ୟରୁ ୮୭ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ ୮୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଆଜି ରାଜ୍ୟରୁ ୮୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୫୧ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୩୬ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୩୫୩୬୯, ସୁସ୍ଥ ସଂଖ୍ୟା ୩୩୨୪୯୯, ସମୁଦାୟ ସକ୍ରିୟ ସଂଖ୍ୟା ୯୧୦ ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୧୨୨ ।

ଅନ୍ୟମାନଙ୍କୁ ଜଣାନ୍ତୁ।