You are currently viewing ଆଜି ୮ ଜୀବନ ନେଲା କରୋନା

ଆଜି ୮ ଜୀବନ ନେଲା କରୋନା

ରାଜ୍ୟରେ ଆଜି ୧୪୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪ଜଣ, ନୟାଗଡ଼, ଖୋର୍ଦ୍ଧା, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।