ରାଜଧାନୀରୁ ୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ୯ କରୋନା ପଜିଟିଭ ଚିହ୍ନଟ , ସୁସ୍ଥ ସଂଖ୍ୟା ୭ ରହିଛି |ସଙ୍ଗରୋଧ କେନ୍ଦ୍ରରୁ ୩ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୬ ରହିଛି | ଯାହା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି |

ତେବେ ଭୁବନେଶ୍ୱରରୁ ମୋଟ କୋଭିଡ ପଜିଟିଭ ସଂଖ୍ୟା ୩୧୬୮୪ ,ସୁସ୍ଥ ସଂଖ୍ୟା ୩୧୨୧୯ ,ମୃତ୍ୟୁ ସଂଖ୍ୟା ୨୪୨ ରହିଛି |ବର୍ତ୍ତମାନ ସୁଦ୍ଧା ଆକ୍ଟିଭ କେସ ୨୦୨ ରହିଛି |

Leave A Reply

Your email address will not be published.