You are currently viewing ରାଜ୍ୟରେ ଆଜି ୯ଜୀବନ ନେଲା କରୋନା
Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave

ରାଜ୍ୟରେ ଆଜି ୯ଜୀବନ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ୯ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩, ମୟୁରଭଞ୍ଜରୁ ୨, କଟକରୁ ୨, କନ୍ଧମାଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୩୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।