You are currently viewing ଆଜି ଆଉ ୯ ଜୀବନ ନେଲା କରୋନା
In the Hospital Sick Male Patient Sleeps on the Bed. Heart Rate Monitor Equipment is on His Finger.

ଆଜି ଆଉ ୯ ଜୀବନ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ୩୨୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ, ଖୋର୍ଦ୍ଧା, କଟକ, ବଲାଙ୍ଗୀର ଜିଲ୍ଳାରୁ ୨ଜଣ ଲେଖାଏଁ, ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୩୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।