ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱର, କନ୍ଧମାଳ, ସମ୍ବଲପୁର, କଟକ, ପୁରୀ ଓ ସୋନପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ଝଗଡ଼ା ହେବାରୁ ରାସ୍ତାରେ ପିଲାକୁ ଛାଡ଼ି ପଳାଇଲେ ମା ବାପା ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁ