You are currently viewing ରାଜ୍ୟରୁ ୯୪ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରୁ ୯୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଆଜି ରାଜ୍ୟରୁ ୯୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୫୬ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୩୮ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୩୭୦୧୮, ସୁସ୍ଥ ସଂଖ୍ୟା ୩୩୪୪୦୦, ସମୁଦାୟ ସକ୍ରିୟ ସଂଖ୍ୟା ୬୫୦, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୬୭ |

ଅନ୍ୟମାନଙ୍କୁ ଜଣାନ୍ତୁ।