You are currently viewing ଆଜି ରାଜ୍ୟରୁ 98 କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ 98 କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଆଜି ରାଜ୍ୟରୁ 98 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ 58 ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ 40 ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା 338817, ସୁସ୍ଥ ସଂଖ୍ୟା 336066, ସମୁଦାୟ ସକ୍ରିୟ ସଂଖ୍ୟା 779, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି 72 ।

ଅନ୍ୟମାନଙ୍କୁ ଜଣାନ୍ତୁ।