ଭୁବନେଶ୍ୱର-05.05.2021,ରାଜ୍ୟରେ କମୁନି ସଂକ୍ରମଣ। ଆଜି ରାଜ୍ୟରୁ 9889କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ 5611 ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ 4278 ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା 489641, ସୁସ୍ଥ ସଂଖ୍ୟା 410227, ସମୁଦାୟ ସକ୍ରିୟ ସଂଖ୍ୟା 77257, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି 6164 । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 13331 ଆକ୍ରାନ୍ତ ଚିହ୍ନଟ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ