ଚଳିତ ମାସ ୮ରୁ ନବମ, ଏକାଦଶ ଶ୍ରେଣୀ ପାଠପଢା

ଭୁବନେଶ୍ବର, ଫେବ୍ରୁଆରି ୮ରୁ ୯ମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ । ସୋମବାରରୁ ଶନିବାର ପର୍ଯ୍ୟନ୍ତ ପ୍ରତିଦିନ ସକାଳ ସାଢ଼େ ୮ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ କ୍ଲାସ ଚାଲିବ | ଦୁଇ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍‌ ପାଠପଢ଼ା ଏପ୍ରିଲ ୩୦ ପର୍ଯ୍ୟନ୍ତ ଚାଲିବ | ରବିବାର କ୍ଲାସ୍‌ ହେବ ନାହିଁ । ପାଣିପାଗକୁ ଦେଖି କ୍ଲାସର ସମୟରେ ପରିବର୍ତନ କରାଯାଇପାରେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.