କଟକ, କଟକ ଶିଖରପୁର ଲେବୁଲ କ୍ରସିଂରେ ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ତେଲ ନେଇ ଯାଉଥିବା ବେଳେ ଟ୍ରେନଟି ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । ବଡ ଦୁର୍ଘଟଣାରୁ ଟ୍ୟାଙ୍କରଟି ଅଳ୍ପକେ ବର୍ତ୍ତିଯାଇଛି । ଖବର ପାଇ, ରେଲେଓ୍ୱର ଟେକ୍ନିକାଲ ଟିମ ଓ RPF ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରୁଛନ୍ତି।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା