କଟକ, ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ ମୁନିଶିପଲଟି ନିକଟ ଚନ୍ଦନ ପୋଖରୀରେ। ମୃତକ ଜଣଙ୍କ ନାମ ରାଜକିଶୋର ପରିଡ଼ା ବୋଲି ସୂଚନା ମିଳିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବ ଜବତ କରିବା ସହ ଘଟଣାର ତଦନ୍ତ ଚଳାଇଛି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା