ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ଜଣେ ପର୍ଯ୍ୟଟକ ସମୁଦ୍ରରେ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି । ପର୍ଯ୍ୟଟକ ଜଣକ ହେଉଛନ୍ତି ଝାଡଖଣ୍ଡ ଅଞ୍ଚଳର ତନିଷ୍କ ବିନୟ । ପ୍ରକାଶ ଥାଉ କି ତନିଷ୍କ ପୁରୀକୁ ବ୍ଲୁ ଫ୍ଲାଗ ବିଚ ଦେଖିବା ନିମନ୍ତେ ଆସିଥିଲେ । ସେଠାରେ ଗାଧଉଥିବା ବେଳେ ସେ ନିଖୋଜ ହୋଇ ଯାଇଛନ୍ତି । ଖବର ପାଇ ଘଟଣା ସ୍ଥଳରେ ଦମକଳ ବାହିନୀ ଏବଂ ଓଡ୍ରାଫ ଟିମ ପହଞ୍ଚି ଅନୁସନ୍ଧାନ ଜାରି ରଖିଛନ୍ତି ।
ବଢିଲା ଟୋଲ ଟିକସରାଜ୍ୟବାସୀଙ୍କ ପାଇଁ ଉତ୍କଳ ଦିବସ ଭେଟିନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସ