ଭଦ୍ରକ, ରାସ୍ତା କଡ଼ରୁ ଉଦ୍ଧାର ହୋଇଛି ମହିଳାଙ୍କ ମୃତ ଶରୀର । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ଥାନା ନୂଆପୋଖରୀ ଗାଁ ରାସ୍ତା କଡ଼ରେ । ମହିଳା ଜଣଙ୍କୁ ଗଳା କାଟି ହତ୍ୟା କରାଯାଇଥିବା ଜଣାପଡ଼ୁଛି । କିନ୍ତୁ ଏପର୍ଯ୍ୟନ୍ତ ତାଙ୍କ ସ୍ୱାମୀଙ୍କର କୌଣସି ପତ୍ତା ମିଳୁନି । ତେଣୁ ସମସ୍ତେ ତାଙ୍କ ସ୍ୱାମୀଙ୍କୁ ସନ୍ଦେହ କରୁଛନ୍ତି । ସେମାନଙ୍କର ଏକ ୪ବର୍ଷର ଶିଶୁ କନ୍ୟା ମଧ୍ୟ ରହିଛି । ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍