ପୁରୀ (ଏଏନଏସ)୦୮/୧୦, ୫୫ ତମ କୁମାର ଉତ୍ସବ ଆସନ୍ତା ୧୦ ତାରିଖ ଠାରୁ ୧୨ ତାରିଖ ପର୍ଯ୍ୟନ୍ତ ମୁକ୍ତାକାଶ ରଙ୍ଗମଞ୍ଚ ଠାରେ ଅନୁଷ୍ଠିତ ହେବାକୁ ଯାଉଛି ।ତେଣୁ ଏହାର ବିବରଣୀ ଦେବା ନିମନ୍ତେ ଆଜି ଏକ ସାମ୍ବାଦିକ ସମ୍ମିଳନୀ ୟୁଥ୍ ହଷ୍ଟେଲ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଅଭ୍ୟର୍ଥନା କମିଟି ର ଚେୟାରମ୍ୟାନ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ,କୁମାର ଉତ୍ସବ ସମିତିର ସଭାପତି ବିଭୁ ପ୍ରସାଦ ତ୍ରିପାଠୀ,କାର୍ଯ୍ୟକାରୀ ସଭାପତି ରାଜେଶ୍ ମିଶ୍ର, ଯୋଗଦାନ କରି ମହାପ୍ରଭୁଙ୍କ ନିକଟରେ ପ୍ରଦୀପ ପ୍ରଯୋଳନ ପୂର୍ବକ କାର୍ଯ୍ୟକ୍ରମକୁ ଶୁଭ ଉଦ୍ଘାଟନ କରିଥିଲେ ।୫୮ ତମ କୁମାର ଉତ୍ସବ ରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଅନେକ ସାଂସ୍କୃତିକ ଅନୁଷ୍ଠାନ ଯୋଗଦାନ କରି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିବେ ବୋଲି ସଭାପତି ମତବ୍ୟକ୍ତ କରିଛନ୍ତି । ତେଣୁ ସମସ୍ତ କାର୍ଯ୍ୟ କୁ ପୁରୀ ବାସି ଉପଭୋଗ କରିବା ନିମନ୍ତେ ଅନୁଷ୍ଠାନ ର ସାଧାରଣ ସମ୍ପାଦକ ସ୍ଵାଧୀନ କୁମାର ପଣ୍ଡା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଜଣାଇଛନ୍ତି ।
ମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶ