ଦେବଗଡ଼, ସମ୍ବଲପୁର ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ସମ୍ବଲପୁର ସାଂସଦ ନିତେଶ ଗଙ୍ଗଦେଵ ଦେବଗଡ଼କୁ ଫେରିବା ସମୟରେ ଏନ୍ଏଚ୍-୪୯ରେ ତାଙ୍କର ଗାଡ଼ିକୁ ପଛରେ ଆସୁଥିବା ଟ୍ରକ ଧକ୍କା ଦେଇଥିଲା। କିନ୍ତୁ ଗାଡ଼ିରେ ବସିଥିବା ସାଂସଦ ଶ୍ରୀ ଗଙ୍ଗଦେବ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଟ୍ରକ୍ ଧକ୍କାରେ କାର୍ର ପଛପାଖ ସାମାନ୍ୟ କ୍ଷତିଗ୍ରସ୍ତ ହୋଇଥିବା ବେଳେ ସାଂସଦ, ତାଙ୍କ ପିଏସ୍ଓ ଓ ଡ୍ରାଇଭର ସୁରକ୍ଷିତ ଅଛନ୍ତି।
କୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକସ୍ୱାସ୍ଥ୍ୟପାଇଁ ଉପକାରୀ ଆମ୍ବପତ୍ରନାରୀ ବେଶରେ ପୁରୁଷ କରନ୍ତି ପୂଜା