ଅଟୋ ଓ ବାଇକ ମୁହାଁମୁହିଁ ଧକ୍କା, ବାଇକ ଚାଳକ ଗୁରୁତର

ନୟାଗଡ, ଏକ ଅଟୋ ଓ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ଚାଳକ ଗୁରୁତର ହୋଇଛନ୍ତି । ଏଭଳି ଏକ ଘଟଣା ଘଟିଛି ନୟାଗଡ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ସମ୍ପଡା ନିକଟରେ । ବାଇକ ଚାଳକକୁ ଉଦ୍ଧାର କରି ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଭର୍ତ୍ତି କରାଯାଇଛି । ତେବେ ଦୁର୍ଘଟଣାଗସ୍ତ ବାଇକ ଓ ଅଟୋକୁ ଉଦ୍ଧାର କରାଯାଇଥିବା ସୂଚନା ରହିଛି ।

Leave A Reply

Your email address will not be published.