ଗଜପତିରେ ଅତିରିକ୍ତ ଜିଲ୍ଲାପାଳ କରୁଣାକର ରାଇକାଙ୍କ କରୋନାରେ ମୃତ୍ୟୁ ହୋଇଥିବା ନେଇ ଆଜି ସୂଚନା ମିଳିଛି । ତାଙ୍କର କରୋନାରେ ମୃତ୍ୟୁ ହୋଇଥିବା ନେଇ ସ୍ପଷ୍ଟ କରିଛନ୍ତି ଜିଲ୍ଲାପାଳ । ଉଲ୍ଲେଖଯୋଗ୍ୟ ଯେ ଗତକାଲି ଏଡ଼ିଏମଙ୍କ କରୁଣାକରଙ୍କ ମୃତ୍ୟୁ ଘଟିଥିଲା । ସେ ଜିଲ୍ଲା କୋଭିଡ଼ ହସ୍ପିଟାଲ ଓ କେୟାର ସେଣ୍ଟର ପରିଚାଳନା ଦାୟିତ୍ୱରେ ଥିଲେ । ତାଙ୍କର ଶେଷକୃତ୍ୟ ବେଳେ ଗଞ୍ଜାମ ଓ ଗଜପତି ଜିଲ୍ଲାପାଳ ଉପସ୍ଥିତ ଥିଲେ ।
ନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକ