ଭୁବନେଶ୍ୱର(ଏଏନଏସ)୧୩/୧୦, ତ୍ରାହି ଅଚ୍ୟୁତ ଆଶ୍ରମ ଅଞ୍ଚଳରେ ଥିବା କିଛି ଘର ଭାଙ୍ଗୁଛି ବିଡିଏ। ଭୁବନେଶ୍ୱର ଉପକଣ୍ଠ ଝିଣ୍ଟି ଶାସନ ଅଧିନ ତ୍ରାହି ଅଚ୍ୟୁତ ନଗର ମୌଜାରେ ଥିବା ୯ଟି ପ୍ଲଟ ଉଚ୍ଛେଦ ହେଉଛି। ପୋଲିସ, ସ୍ଥାନୀୟ ପ୍ରଶାସନ ଓ ବିଡିଏ ଅଧିକାରୀଙ୍କ ଉପସ୍ଥିତିରେ ଉଚ୍ଛେଦ ହେଉଛି। ବେଆଇନ ଉଚ୍ଛେଦକୁ ବିରୋଧ କରିଛନ୍ତି କିଛି ମହିଳା।ବେଆଇନ୍ ଭାବେ ନିର୍ମିତ ଘର ଗୁଡିକ ଭଙ୍ଗା ଚାଲିଛି।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା