ଭୁବନେଶ୍ବର, ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ଏଜୁକେସନ ୱାଲ୍ର୍ଡ ଇଣ୍ଡିଆ ସ୍କୁଲ ର୍ୟାଙ୍କିଙ୍ଗରେ ଓଡ଼ିଶାର ଦୁଇଟି ଆଦର୍ଶ ବିଦ୍ୟାଳୟ ଯଥା ଗଞ୍ଜାମ ଜିଲ୍ଲାର ହାତୀଓଟା ଓ ବଲାଙ୍ଗୀର ଜିଲ୍ଲାର ପଥରଚେପା ଆଦର୍ଶ ବିଦ୍ୟାଳୟ ବିଭିନ୍ନ ବର୍ଗର ଶ୍ରେଷ୍ଠ ୫ ସ୍କୁଲ ମଧ୍ୟରେ ସ୍ଥାନ ପାଇଛନ୍ତି । ପ୍ରଥମ ଥର ପାଇଁ ଜାତୀୟ ଲିଗ୍ ଟେବୁଲ୍ରେ ପ୍ରବେଶ କରି ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ତଥା ଗ୍ରାମାଞ୍ଚଳର ଏହି ଦୁଇ ବିଦ୍ୟାଳୟ ଇତିହାସ ସୃଷ୍ଟି କରିଛନ୍ତି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ସୂଚନା ଦେଇଛନ୍ତି। କହିଛନ୍ତି ଯେ, ରାଜ୍ୟର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସୁନିଶ୍ଚିତ କରିବା କ୍ଷେତ୍ରରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଗ୍ରଣୀ ଭୂମିକା ଗ୍ରହଣ କରିଛି।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି