ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଦାୟିତ୍ୱରେ ଥିବା କରୁଣାକର ରାଇକାଙ୍କ ପରଲୋକ ହୋଇଯାଇଛି । ଆଜି ପାହାନ୍ତା ସମୟରୁ ବ୍ରହ୍ମପୁର ଡାକ୍ତରଖାନାରେ ତାଙ୍କର ମୃତୁ୍ୟ ଘଟିଥିବା ସୂଚନା ମିଳିଛି । ସେ ଜିଲ୍ଲାର କୋଭିଡ଼ ଓ କେୟାର ସେଣ୍ଟର ପରିଚାଳନା ଦାୟିତ୍ୱ ତୁଲାଉଥିଲେ । ସବୁଠାରୁ ଆଶ୍ଚର୍ଯ୍ୟକର କଥା, ତାଙ୍କ ମୃତୁ୍ୟ କିଭଳି ହେଲା, ସେ ସମ୍ପର୍କରେ ଏ ପର୍ଯ୍ୟନ୍ତ କୌଣସି ତଥ୍ୟ ଦେଇନାହାଁନ୍ତି ଜିଲ୍ଲା ପ୍ରଶାସନ ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ