ରାଜ୍ୟରେ ଆଜି ପୁଣି ୫୭୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୨୦୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୪୧୬ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୧୬୧ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଏବେ ରାଜ୍ୟରେ ମୋଟ୍ ୭୦୦୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧୨୮ ରହିଛି।
ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପ