ଭୁବନେଶ୍ୱର, ସେପ୍ଟେମ୍ବର ୯ତାରିଖରୁ ରାଜଧାନୀ ଭୁବନେଶ୍ୱରରୁ ସୁରତକୁ ଉଡ଼ିବ ବିମାନ । ସପ୍ତାହର ଦୁଇ ଦିନ ଯଥା ସୋମବାର, ବୁଧବାର ଏହି ବିମାନ ସେବା ଉପଲବ୍ଧ ହେବ । ସୂଚନା ଥାଉକି, ଗତବର୍ଷ ଭୁବନେଶ୍ୱରରୁ ସୁରତକୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଥିଲା । କିନ୍ତୁ କୋଭିଡ଼ କଟକଣା ପାଇଁ ବିମାନ ଚଳାଚଳ ବନ୍ଦ କରାଯାଇଥିଲା ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ