ଭୁବନେଶ୍ୱର, ରାଜ୍ୟରେ କରୋନା ପାଇଁ ବନ୍ଦ ଥିଲା DL/LL ଟେଷ୍ଟ। ଏହାରି ମଧ୍ୟରେ ସେପ୍ଟେମ୍ୱର ୧୮ରୁ ରାଜ୍ୟରେ ପୁଣି ଥରେ DL/LL ଟେଷ୍ଟ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ଡ୍ରାଇଭିଂ ଲାଇସେନ୍ସ ଟେଷ୍ଟିଂ ପାଇଁ ୧୪ ତାରିଖ ଦିନ ୧୧ଟାରୁ ସ୍ଲଟ ବୁକିଂ ଆରମ୍ଭ ହେବ । ମାସ୍କ ପିନ୍ଧି ଓ ସାମାଜିକ ଦୂରତ୍ୱ ମାନି ଟେଷ୍ଟ ଆରମ୍ଭ ହେବ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ