ସମ୍ବଲପୁର, ସମ୍ବଲପୁର ଜିଲ୍ଲାର ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ ୩ଦିନ ପାଇଁ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି । ଏନେଇ ଭିସୁଟର ରେଜିଷ୍ଟ୍ରାର୍ ଏକ ଚିଠି ଜାରି କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ବୁର୍ଲା ଭିସୁଟ୍ ଶନିବାର, ରବିବାର ଓ ସୋମବାର ବନ୍ଦ ରହିବ । କରୋନା ସଂକ୍ରମଣକୁ ଆଖିରେ ଆଗରେ ରଖି ଭିସୁଟ୍ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଥିବା ଜଣାଯାଇଛି । ବିଶୋଧନ କରିବା ପାଇଁ କ୍ୟାମ୍ପସ ବନ୍ଦ ରହିବ ବୋଲି ଜଣାଯାଇଛି।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ