କଟକ (ଏଏନଏସ)୦୭/୧୦, କଟକରେ ଚାଲିଛି ମା’ଙ୍କ ବିସର୍ଜନ। ପୁରୀଘାଟ ଦେବୀଗଡ଼ାରେ ଚାଲିଛି ମା’ ଦୁର୍ଗାଙ୍କୁ ବିସର୍ଜନ କରାଯାଉଛି। ବିଜୟା ଦଶମୀ ଶେଷ ହେବା ପରେ ମାଆଙ୍କୁ ମେଲାଣି ଦିଆଯାଉଛି । ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ଜଗତଜନନୀ ମା’ ଦୁର୍ଗା । ବର୍ତ୍ତମାନ ସୁଦ୍ଧା ୧୧୮ଟି ମେଢ ବିସର୍ଜନ କରାଯାଇଛି। ଶାନ୍ତି ଶୃଙ୍ଖଳାର ସହ କଟକ ଦୁର୍ଗାପୂଜା ଭସାଣ ଶେଷ ହେବାକୁ ଯାଉଛି। ଶୃଙ୍ଖଳିତ ଭସାଣି ପାଇଁ ମୁତୟନ ହୋଇଛନ୍ତି ୫୫ ପ୍ଲାଟୁନ୍ ଫୋର୍ସ।ଆଜି ସନ୍ଧ୍ୟା ସୁଦ୍ଧା ସମସ୍ତ ମେଢ ବିସର୍ଜନ କରାଯିବ। ମୂର୍ତ୍ତି ବିସର୍ଜନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୩ଟି ଅସ୍ଥାୟୀ ପୋଖରୀ ତିଆରି କରାଯାଇଛି।
ମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶ