କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ

ପୁରୀ(ଅନନ୍ତ ସିଂ), ପିପିଲି ବିଧାନସଭା ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ କରୋନା ସଂକ୍ରମଣରେ ଦେହାନ୍ତ ହୋଇଛି। ପ୍ରଚାର ସମୟରେ ହଠାତ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରା ଯାଇଥିଲା । ଏହା ଯୋଗୁ ଉପନିର୍ବାଚନ ବନ୍ଦ ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.