ଭୁବନେଶ୍ୱର (ଏଏନଏସ)୧୮/୧୦, ବୃଦ୍ଧି ପାଉଥିବା ସଡକ ଦୁର୍ଘଟଣାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ନିଆଯାଇଛି ପଦକ୍ଷେପ । ଦ୍ରୁତ ଗତିରେ ଗାଡି ଚଲାଇବା, ହେଲମେଟ ପରିଧାନ ନକରିବା ଓ ଗାଡି ଚଲାଇବା ସମୟରେ ମୋବାଇଲ ଫୋନ୍ ବ୍ୟବହାର କରିବା ଓ ଟ୍ରାଫିକ ନିୟମ ଉଲଂଘନ ଆଦି ଉପରେ ନଜର ରଖିବେ ଉଭୟ ପୋଲିସ୍ ଓ ପରିବହନ ବିଭାଗ । ଆଜିଠାରୁ ଆସନ୍ତା ୨୧ତାରିଖ ପର୍ଯ୍ୟନ୍ତ ପୂର୍ବାହ୍ନ ଓ ଅପରାହ୍ନରେ ହେବ କଡାକଡି ଯାଞ୍ଚ । ଖିଲାପିଙ୍କ ଡ୍ରାଇଭିଂ ଲାଇସେନ୍ସକୁ ୩ମାସ ପର୍ଯ୍ୟନ୍ତ ବାତିଲ କରାଯିବା ସହ ଆଦାୟ କରାଯିବ ମୋଟା ଅଙ୍କର ଜୋରିମାନା । ସକାଳ ୯ଟା ଠାରୁ ୨ଟା ଏବଂ ଅପରାହ୍ନ ୩ଟା ଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ଯାଞ୍ଚ କରାଯିବ । ଏହି ପରିପେକ୍ଷୀରେ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଯାଞ୍ଚକୁ କଡାକଡି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସଡକ ଦୁର୍ଘଟଣା ବୃଦ୍ଧିକୁ ନେଇ ସୁପ୍ରିମକୋର୍ଟ କମିଟି ଚିନ୍ତା ପ୍ରକଟ କରିବା ସହ ଯାଞ୍ଚକୁ କଡାକଡି କରିବାକୁ ସମସ୍ତ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ