ଅଜିତଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର, ଭୁବନେଶ୍ୱରର ସତ୍ୟନଗର ଶ୍ମଶାନରେ ଅଜିତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ମୁଖାଗ୍ନି ଦେଇଛନ୍ତି ପୁତ୍ର ଅଭିଳାଷ। ବିଭିନ୍ନ ରାଜନୈତିକ ଦଳର ନେତାମାନେ ଶ୍ମଶାନକୁ ଯାଇ ପ୍ରିୟ ନେତାଙ୍କୁ ଅନ୍ତିମ ବିଦାୟ ଦେଇଛନ୍ତି।

Leave A Reply

Your email address will not be published.