ଭୁବନେଶ୍ୱର, ଅଗ୍ନିଶମ ବିଭାଗ ନିର୍ଦ୍ଦେଶକ ଭାବେ ଆଜି ଏମ ଅକ୍ଷୟ ଦାୟିତ୍ୱ ଗ୍ରହଣ କରିଛନ୍ତି । ରାଜ୍ୟ ସରକାର ଏମ ଅକ୍ଷୟଙ୍କୁ ଗତକାଲି ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଥିଲେ । ଏମ ଅକ୍ଷୟ ହେଉଛନ୍ତି ୧୯୮୮ ବ୍ୟାଚ୍ର ଆଇପିଏସ ଅଧିକାରୀ । ପୂର୍ବରୁ ସତ୍ୟଜିତ ମହାନ୍ତି ଅଗ୍ନିଶମ ବିଭାଗ ନିର୍ଦ୍ଦେଶକ ଦାୟିତ୍ୱରେ ରହିଥିଲେ । ତାଙ୍କର ଅବସର ପରେ ଏହି ପଦବୀରେ କୌଣସି ନୂଆ ନିଯୁକ୍ତି ହୋଇନଥିଲା । ଏବେ ଏମ ଅକ୍ଷୟ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST