You are currently viewing ସବୁ ବିଧାୟକ, ମନ୍ତ୍ରୀ ଓ କର୍ମଚାରୀଙ୍କ ହେବ କୋଭିଡ୍ ଟେଷ୍ଟ

ସବୁ ବିଧାୟକ, ମନ୍ତ୍ରୀ ଓ କର୍ମଚାରୀଙ୍କ ହେବ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର, ବିଧାନସଭା ଅଧିବେଶନ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ବାଚସ୍ପତି କହିଛନ୍ତି ଯେ, ବିଧାନସଭା ବସିବାର ୨ ଦିନ ଆଗରୁ ଆୟୋଜି କ୍ୟାମ୍ପରେ ସ୍ୱାବ ଟେଷ୍ଟ କରାଯିବ । ସବୁ ବିଧାୟକ, ମନ୍ତ୍ରୀ ଓ କର୍ମଚାରୀଙ୍କ ହେବ କୋଭିଡ୍ ଟେଷ୍ଟ । ଯେଉଁ ବିଧାୟକମାନଙ୍କର ରିପୋର୍ଟ ନେଗେଟିଭ୍ ଆସିବ, ସେମାନେ ବିଧାନସଭା ଯିବେ । ବିଏମସି ଓ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କରାଯିବ ଟେଷ୍ଟ ।

ଅନ୍ୟମାନଙ୍କୁ ଜଣାନ୍ତୁ।