କଟକ: ଦୀର୍ଘ ୯ ମାସ ପରେ ଆଜିଠାରୁ କଟକରେ ଖୋଲିଲା ସମସ୍ତ ଧର୍ମାନୁଷ୍ଠାନ । ସାନିଟାଇଜ ପରେ କାଲିଠାରୁ ସାଧାରଣ ଦର୍ଶନକୁ ଅନୁମତି ମିଳିବ । ପ୍ରବେଶ ପାଇଁ ଥର୍ମାଲ ସ୍କ୍ରିନିଂ ଓ ମାସ୍କ ବାଧ୍ୟତାମୂଳକ କରାଯାଇଛି । ଧର୍ମାନୁଷ୍ଠାନକୁ ପ୍ରବେଶ ପାଇଁ କୋଭିଡ୍ ରିପୋର୍ଟ ବାଧ୍ୟତାମୂଳକ ନୁହେଁ । ୬୫ ବର୍ଷରୁ ଅଧିକ ବୟସ୍କ ଲୋକ, ଗର୍ଭବତୀ ଓ ୧୦ ବର୍ଷରୁ କମ ବୟସର ପିଲାଙ୍କୁ ମନ୍ଦିର ପ୍ରବେଶ ପାଇଁ ଅନୁମତି ନାହିଁ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ