ଭୁବନେଶ୍ୱର, ରାଜ୍ୟର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ମହାନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଏହାରି ପ୍ରଭାବରେ ମହାନାଦୀରେ ବନ୍ୟା ମହାନଦୀରେ ବଡ଼ ବନ୍ୟା ଆସିପାରେ ବୋଲି ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ । ଆଉ ୩୬ ଘଣ୍ଟା ମଧ୍ୟରେ ମୁଣ୍ଡୁଳୀରେ ପହଞ୍ଚିବ ବନ୍ୟାଜଳ । ସମ୍ଭାବ୍ୟ ବନ୍ୟାରେ ପ୍ରାୟ ୩ଟି ଜିଲ୍ଲା ଯଥା କଟକ, ପୁରୀ, ଜଗତସିଂପୁର ବେଶି ପ୍ରଭାବିତ ହୋଇପାରେ ବୋଲି ଆଶଙ୍କା କରାଯାଉଛି । ତେଣୁ ଏହି ଅଞ୍ଚଳବାସୀଙ୍କୁ ଆଗୁଆ ସତର୍କ ରହିବା ନେଇ ସୂଚନା ଦିଆଯାଇଛି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ