କଟକ, ସହରରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଣ ଦୋକାନ ଖୋଲିବାକୁ ଅନୁମତି ମିଳିଛି । କରୋନା କଟକଣା ଭିତରେ କଟକବାସୀ ପାଳିବେ କାଳୀପୂଜା ଓ ଦୀପାବଳୀ । ଏଥିପାଇଁ ୧୫ ପ୍ଲାଟୁନ୍ ପୋଲିସ ଫର୍ସ ଓ ୫୦ ଅଧିକାରୀ ମୁତୟନ ହେବେ । ଏନେଇ କଟକ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି