ରାଉରକେଲା: ଏକ ଘରୋଇ ମିନି ବସ ମା ତାରିଣୀ ଲାଠିକଟାରୁ ରାଉରକେଲା ଯାଉଥିବା ସମୟରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି ଫଳରେ ଜଣକର ମୃତ୍ୟୁ ଘଟିିଛି ଏବଂ ୬ ଜଣ ଗୁରୁତର ଆହତ ହୋଇଛନ୍ତି । ବସଟି ଲାଠିକଟାରୁ ରାଇରକେଲା ଯାଉଥିବା ବେଳେ ବାଲୁଘାଟ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ୬ ଜଣ ଗୁରୁତରଙ୍କୁ ରାଉରକେଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ରଘୁନାଥପାଲି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ବସଟିକୁ ଜବତ କରି ତଦନ୍ତ ଚଳାଇଛି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ