ପୁରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା ଅଙ୍ଗନୱାଡ଼ି କର୍ମୀ ସଂଧ୍ୟାରାଣୀ ଭଟ୍ଟ ଗିରଫ ହୋଇଥିବା ଜଣାଯାଇଛି। ଭିଜିଲାନ୍ସ ଏବେ ସୁଦ୍ଧା ତାଙ୍କର ୧ କୋଟି ୧୪ ଲକ୍ଷ ୨୮ ହଜାର ଟଙ୍କାର ସମ୍ପତ୍ତି ଠାବ କରିଛି। ଭୁବନେଶ୍ବରର ସ୍ପେସିଆଲ୍ ଜଜଙ୍କ ଦ୍ବାରା ଜାରି ହୋଇଥିବା ୱରେଣ୍ଟ୍ ଆଧାରରେ ପୁରୀ ଜିଲ୍ଲାର ପିପିଲି ଥାନା ଅନ୍ତର୍ଗତ ହାଟସାହି ଗ୍ରାମର ସଂଧ୍ୟାରାଣୀ ଭଟ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିଲା।
ଆଜିଠୁ ଯୁକ୍ତ ୨ ନାମଲେଖା ପ୍ରକ୍ରିୟା ଆରମ୍ଭଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାରଜେଇଙ୍କୁ ସଂଘବଦ୍ଧ ଆକ୍ରମଣଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]