You are currently viewing ଭିଜିଲାନ୍ସ ଜାଲରେ ଅଙ୍ଗନବାଡି କର୍ମୀ

ଭିଜିଲାନ୍ସ ଜାଲରେ ଅଙ୍ଗନବାଡି କର୍ମୀ

ପୁରୀ, ଅଙ୍ଗନବାଡ଼ି କର୍ମୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ପୁରୀ ବାସେଳିସାହି ଅକ୍ଷୟଧାମ ଅଙ୍ଗନବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରିଛି । ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସର ଚଢାଉ କରିଥିବା ଜଣାପଡିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।