ଭୁବନେଶ୍ୱର, ଆଜି ଗୁରୁ କେଳୁଚରଣ ପୁରସ୍କାର ଘୋଷଣା କରାଯାଇଛି । ଜୀବନବ୍ୟାପୀ ସାଧନା ପାଇଁ ସିନେମାଟୋଗ୍ରାଫର ରାଜଗୋପାଳ ମିଶ୍ରଙ୍କୁ ସମ୍ମାନ ମିଳିବ । ସେହିପରି ଓଡ଼ିଶୀ ନୃତ୍ୟ ପାଇଁ ପ୍ରଭାତ ସ୍ୱାଇଁ ଜିକେଏମ ଯୁବ ପ୍ରତିଭା ସମ୍ମାନ ପାଇବେ । ଓଡ଼ିଶା ସଂଗୀତ ପାଇଁ ହିମାଂଶୁ ସ୍ୱାଇଁ ଯୁବ ପ୍ରତିଭା ସମ୍ମାନ ପାଇବେ । ସେମାନଙ୍କୁ ସ୍ୱତନ୍ତ୍ର ଭର୍ଚୁଆଲ ଉତ୍ସବରେ ପୁରସ୍କୃତ କରିବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ