ନୂଆଦିଲ୍ଲୀ-୨୩.୦୪.୨୦୨୧, ଆଉ ଏକ କରୋନା ଔଷଧକୁ ଭାରତରେ ମିଳିଲା ମଞ୍ଜୁରୀ । ଜାଏଡସ୍ କାଡିଲା ଦ୍ୱାରା ପ୍ରସ୍ତୁତ ହୋଇଥିବା ଔଷଧ “ଭିରାଫିନ”କୁ ଜରୁରୀକାଳୀନ ବ୍ୟବହାର ନେଇ ଅନୁମତି ଦେଇଛି ଡିଜିସିଆଇ । ତେବେ ଏହି ଔଷଧ ସାମାନ୍ୟ ଲକ୍ଷଣ ଦେଖାଯାଉଥିବା ଆକ୍ରାନ୍ତଙ୍କ ପାଇଁ ବେଶ ଫଳପ୍ରଦ । ସୂଚନା ଅନୁସାରେ ଡାକ୍ତରଙ୍କ ପରାମର୍ଶକ୍ରମେ ହିଁ କରୋନା ଆକ୍ରାନ୍ତଙ୍କୁ ଏହି ଔଷଧ ଦିଆଯାଇପାରିବ ବୋଲି ଡିଜିସିଆଇ କହିଛନ୍ତି । ଏହାପୁର୍ବରୁ ଦେଶରେ ରେମଡେସିଭର୍ ଏବଂ ଫାଭିପିରାଭିର୍ ଔଷଧକୁ କରୋନା ରୋଗୀଙ୍କ ପାଇଁ ବ୍ୟବହାର କରାଯାଉଛି।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍