ମାଲକାନଗିରି, ମାଲକାନଗିରି ଜେଲ ଭିତରେ ପୁଣି ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ଏଭଳି ଅଭିଯୋଗ ଆସିଛି ମାଲକାନଗିରି ଜିଲ୍ଲା ଉପ କାରାଗାରରୁ । କୌଣସି ଧାରୁଆ ଅସ୍ତ୍ରରେ ବେକ କଟି ଯାଇଥିବାର ଦେଖିବାକୁ ମିଳିଛି । ସୂଚନାଥାଉକି, ଜେଲରେ ଅଭିଯୁକ୍ତ ଧାରୁଆ ଅସ୍ତ୍ରରେ ବେକ କାଟି ଦେଇଥିଲା । ପରେ ତାଙ୍କୁ ଗୁରୁତର ଅବସ୍ଥାରେ ମାଲକାନଗିରି ଜିଲ୍ଲା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଆଜି ସେଠାରେ ସେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ